ମାଥିଉ 1

“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”

Matthew 1:23 (UKJV) Behold, a virgin shall be with child, and shall bring forth a son, and they shall call his name Emmanuel, which being interpreted is, God with us.

21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”

22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,

23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”

24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

25କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.