ମାଥିଉ 18

ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?

Matthew 18:1 (UKJV) At the same time came the disciples unto Jesus, saying, Who is the greatest in the kingdom of heaven?

1ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?

2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,

3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.