ମାଥିଉ 20

ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।

Matthew 20:29 (UKJV) And as they departed from Jericho, a great multitude followed him.

27ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,

28ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”

29ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।

30ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।

31ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.