32ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
33ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
34ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।