ମାଥିଉ 23

ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;

Matthew 23:20 (UKJV) Whoso therefore shall swear by the altar, swears by it, and by all things thereon.

18ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।

19ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?

20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;

21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;

22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.