ମାଥିଉ 27

ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।

Matthew 27:66 (UKJV) So they went, and made the tomb sure, sealing the stone, and setting a watch.

64ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।

65ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର।

66ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.