ମୀଖା 3

ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।

Micah 3:12 (UKJV) Therefore shall Zion for your sake be plowed as a field, and Jerusalem shall become heaps, and the mountain of the house as the high places of the forest.

10ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।

11ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”

12ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.