ନିହିମୀୟା 11

ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।

Nehemiah 11:9 (UKJV) And Joel the son of Zichri was their overseer: and Judah the son of Senuah was second over the city.

7ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।

8ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।

9ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।

10ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍‍ର ପୁତ୍ର ଯିଦୟୀୟ, ଯାଖୀନ୍‍,

11ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମ୍‍ର ପୁତ୍ର, ମଶୁଲ୍ଲମ୍‍ ସାଦୋକର ପୁତ୍ର, ସାଦୋକ ମରାୟୋତ୍‍ର ପୁତ୍ର, ମରାୟୋତ୍‍ ଅହୀଟୂବ୍‍ର ପୁତ୍ର, ଅହୀଟୂବ୍‍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.