ନିହିମୀୟା 12

ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;

Nehemiah 12:1 (UKJV) Now these are the priests and the Levites that went up with Zerubbabel the son of Shealtiel, and Jeshua: Seraiah, Jeremiah, Ezra,

1ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;

2ଅମରୀୟ, ମଲ୍ଲୂକ, ହଟୂଶ୍‍,

3ଶଖନୀୟ, ରହୂମ୍‍, ମରେମୋତ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.