8ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
9ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।
10ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍,
11ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।
12ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;