ନିହିମୀୟା 12

ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।

Nehemiah 12:11 (UKJV) And Joiada brings forth Jonathan, and Jonathan brings forth Jaddua.

9ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

10ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,

11ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।

12ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;

13ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.