ନିହିମୀୟା 12

ହାରୀମ-ବଂଶର ଅଦନ୍‍; ମରାୟୋତ୍‍-ବଂଶର ହିଲ୍‍କୟ;

Nehemiah 12:15 (UKJV) Of Harim, Adna; of Meraioth, Helkai;

13ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;

14ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ;

15ହାରୀମ-ବଂଶର ଅଦନ୍‍; ମରାୟୋତ୍‍-ବଂଶର ହିଲ୍‍କୟ;

16ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍‍;

17ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍‍ଟେୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.