ନିହିମୀୟା 12

ସଲ୍ଲୟ-ବଂଶର କଲ୍ଲୟ;

Nehemiah 12:20 (UKJV) Of Sallai, Kallai; of Amok, Eber;

18ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍‍;

19ଆଉ, ଯୋୟାରୀବ୍‍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;

20ସଲ୍ଲୟ-ବଂଶର କଲ୍ଲୟ;

21ଆମୋକ-ବଂଶର ଏବର; ହିଲ୍‍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।

22ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.