4ଇଦ୍ଦୋ, ଗିନ୍ନଥୋୟ, ଅବୀୟ;
5ମିୟାମୀନ୍, ମୋୟଦୀୟ, ବିଲ୍ଗା;
6ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ;
7ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
8ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।