ନିହିମୀୟା 12

ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

Nehemiah 12:9 (UKJV) Also Bakbukiah and Unni, their brethren, were opposite to them in the watches.

7ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।

8ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।

9ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

10ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,

11ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.