ନିହିମୀୟା 3

ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

Nehemiah 3:20 (UKJV) After him Baruch the son of Zabbai earnestly repaired the other piece, from the turning of the wall unto the door of the house of Eliashib the high priest.

18ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।

19ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।

20ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

21ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

22ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.