11ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
12ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
13ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
14ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
15ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
Nehemiah 7:13 (UKJV) The children of Zattu, eight hundred forty and five.
11ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
12ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
13ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
14ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
15ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.