ନିହିମୀୟା 7

ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।

Nehemiah 7:16 (UKJV) The children of Bebai, six hundred twenty and eight.

14ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।

15ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।

16ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।

17ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।

18ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.