ନିହିମୀୟା 7

ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।

Nehemiah 7:18 (UKJV) The children of Adonikam, six hundred threescore and seven.

16ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।

17ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।

18ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।

19ବିଗ୍‍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।

20ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.