19ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
20ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
21ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
22ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
23ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
Nehemiah 7:21 (UKJV) The children of Ater of Hezekiah, ninety and eight.
19ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
20ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
21ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
22ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
23ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.