ନିହିମୀୟା 7

ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

Nehemiah 7:27 (UKJV) The men of Anathoth, an hundred twenty and eight.

25ଗିବୀୟୋନ୍‍ର ସନ୍ତାନ ପଞ୍ଚାନବେ ଜଣ।

26ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।

27ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।

28ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।

29କିରୀୟଥ୍‍-ଯିୟାରୀମ୍‍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.