ନିହିମୀୟା 7

ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।

Nehemiah 7:35 (UKJV) The children of Harim, three hundred and twenty.

33ଅନ୍ୟ ନବୋର ଲୋକ ବାବନ ଜଣ।

34ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।

35ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।

36ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।

37ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.