ନିହିମୀୟା 7

ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।

Nehemiah 7:37 (UKJV) The children of Lod, Hadid, and Ono, seven hundred twenty and one.

35ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।

36ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।

37ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।

38ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।

39ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.