ନିହିମୀୟା 7

ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Nehemiah 7:43 (UKJV) The Levites: the children of Jeshua, of Kadmiel, and of the children of Hodevah, seventy and four.

41ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।

42ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।

43ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

44ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।

45ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.