ନିହିମୀୟା 7

ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।

Nehemiah 7:45 (UKJV) The porters: the children of Shallum, the children of Ater, the children of Talmon, the children of Akkub, the children of Hatita, the children of Shobai, an hundred thirty and eight.

43ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

44ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।

45ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।

46ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;

47କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.