44ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
45ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
46ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
47କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
48ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;