47କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
48ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;
49ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
50ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
51ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;