ନିହିମୀୟା 7

ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;

Nehemiah 7:50 (UKJV) The children of Reaiah, the children of Rezin, the children of Nekoda,

48ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍‍ମୟର ସନ୍ତାନଗଣ;

49ହାନନ୍‍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;

50ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;

51ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;

52ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.