ନିହିମୀୟା 7

ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;

Nehemiah 7:54 (UKJV) The children of Bazlith, the children of Mehida, the children of Harsha,

52ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;

53ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;

54ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;

55ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;

56ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.