53ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
54ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
55ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
56ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
57ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;