ନିହିମୀୟା 7

ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।

Nehemiah 7:56 (UKJV) The children of Neziah, the children of Hatipha.

54ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;

55ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;

56ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।

57ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;

58ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.