58ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
59ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ।
60ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
61ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦୋନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
62ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।