ନିହିମୀୟା 7

ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।

Nehemiah 7:62 (UKJV) The children of Delaiah, the children of Tobiah, the children of Nekoda, six hundred forty and two.

60ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।

61ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,

62ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।

63ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।

64ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.