ନିହିମୀୟା 7

ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।

Nehemiah 7:67 (UKJV) Beside their male servants and their maidservants, of whom there were seven thousand three hundred thirty and seven: and they had two hundred forty and five singing men and singing women.

65ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।

66ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।

67ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।

68ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

69ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.