ନିହିମୀୟା 7

ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।

Nehemiah 7:9 (UKJV) The children of Shephatiah, three hundred seventy and two.

7ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

8ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

9ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।

10ଆରହର ସନ୍ତାନ ଛଅ ଶହ ବାବନ ଜଣ।

11ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.