ଗଣନା ପୁସ୍ତକ 1

ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;

Numbers 1:22 (UKJV) Of the children of Simeon, by their generations, after their families, by the house of their fathers, those that were numbered of them, according to the number of the names, by their polls, every male from twenty years old and upward, all that were able to go forth to war;

20ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

21ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।

22ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;

23ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।

24ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.