ଗଣନା ପୁସ୍ତକ 1

ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।

Numbers 1:33 (UKJV) Those that were numbered of them, even of the tribe of Ephraim, were forty thousand and five hundred.

31ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।

32ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

33ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।

34ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

35ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.