33ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
34ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
36ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।