ଗଣନା ପୁସ୍ତକ 13

ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”

Numbers 13:33 (UKJV) And there we saw the giants, the sons of Anak, which come of the giants: and we were in our own sight as grasshoppers, and so we were in their sight.

31ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”

32ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।

33ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.