ଗଣନା ପୁସ୍ତକ 20

ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

Numbers 20:29 (UKJV) And when all the congregation saw that Aaron was dead, they mourned for Aaron thirty days, even all the house of Israel.

27ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।

28ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।

29ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.