ଗଣନା ପୁସ୍ତକ 28

ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;

Numbers 28:27 (UKJV) But all of you shall offer the burnt offering for a sweet savour unto the LORD; two young bullocks, one ram, seven lambs of the first year;

25ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

26ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

27ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;

28ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

29ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.