29ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
30ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।
31ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”