ଗଣନା ପୁସ୍ତକ 29

“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।

Numbers 29:1 (UKJV) And in the seventh month, on the first day of the month, all of you shall have an holy convocation; all of you shall do no servile work: it is a day of blowing the trumpets unto you.

1“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।

2ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;

3ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.