ଗଣନା ପୁସ୍ତକ 29

ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,

Numbers 29:23 (UKJV) And on the fourth day ten bullocks, two rams, and fourteen lambs of the first year without blemish:

21ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

22ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

23ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,

24ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

25ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.