ଗଣନା ପୁସ୍ତକ 29

ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Numbers 29:26 (UKJV) And on the fifth day nine bullocks, two rams, and fourteen lambs of the first year without spot:

24ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

25ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

26ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

27ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

28ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.