ଗଣନା ପୁସ୍ତକ 29

ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Numbers 29:35 (UKJV) On the eighth day all of you shall have a solemn assembly: all of you shall do no servile work therein:

33ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

34ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

35ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

36ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,

37ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.