ଗଣନା ପୁସ୍ତକ 3

ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

Numbers 3:18 (UKJV) And these are the names of the sons of Gershon by their families; Libni, and Shimei.

16ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।

17ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।

18ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।

19ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।

20ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.