ଗଣନା ପୁସ୍ତକ 31

ଛତିଶ ହଜାର ଗୋରୁ,

Numbers 31:44 (UKJV) And thirty and six thousand beeves,

42ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;

43ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,

44ଛତିଶ ହଜାର ଗୋରୁ,

45ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ

46ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.