44ଛତିଶ ହଜାର ଗୋରୁ,
45ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
46ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।
47ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
48ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,