ଗଣନା ପୁସ୍ତକ 32

ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।

Numbers 32:41 (UKJV) And Jair the son of Manasseh went and took the small towns thereof, and called them Havothjair.

39ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।

40ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।

41ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।

42ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.